ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍‌ ବୋଟ୍‌: ୪୦ ନିଖୋଜ

ମୁମ୍ବାଇ,୧୮ା୧୨: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ ମଧ୍ୟ ପ୍ରାୟ ୪୦ ଜଣ ନିଖୋଜ ଅଛନ୍ତି।ମୁଦ୍ରର ଗଭୀର ଜଳ ରାଶିରେ ଗୋଟିଏ ଯାତ୍ରୀବାହୀ ଡଙ୍ଗାକୁ   ପିଟିଛି ସ୍ପିଡ ବୋଟ। ସ୍ପିଡରେ ବୋଡରେ ୪ ଜଣ ବୁଲୁ ଥିବା ବେଳେ ହଠାତ୍‌ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗାକୁ ଏହା ଧକ୍କା ଦେଇଛି। ଫଳରେ ସ୍ପିଡ ବୋଟ ସହ ବିଶାଳକାୟ ଯାତ୍ରୀବାହୀ ଡଙ୍ଗା ସମୁଦ୍ରରେ ବୁଡ଼ି ଯାଇଛି। ପୂରା ଘଟଣା ୮୦ ଜଣଙ୍କୁ ନେଇ ଯାଉଥିବା ଡଙ୍ଗାରେ ଥିବା ଜଣେ ବ୍ୟକ୍ତି ମୋବାଇଲରେ କଏଦ କରିଛନ୍ତି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଏବେ ବି ଅନେକ ଲୋକ ନିଖୋଜ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!