ଭୁବନେଶ୍ବର,,୧୮ା୧୨ : ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ସହିତ ସେ ରାଜସ୍ଥାନ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସେ ରାଜସ୍ଥାନରେ ଅବସ୍ଥାନ କରିବେ। ପରେ ଦିଲ୍ଲୀରେ ହେବାକୁ ଥିବା ୫୫ତମ ଜିଏସଟି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |