ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୧୨: ଗୁରୁବାର ସକାଳେ ଜମ୍ମୁ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।ଜାମ୍ମୁ କଶ୍ମୀର କୁଲଗାମରେ ବଡ଼ ଧରଣର ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ । ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୨ ଯବାନ ଆହତ ହୋଇଥିବା ସୂଚନା । ଘଟଣାସ୍ଥଳରେ ଆଉକିଛି ଆତଙ୍କୀ ଲୁଚି ରହିଥିବା ସନ୍ଦେହ । ଇଲାକାକୁ ଚାରିପଟୁ ଘେରି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍ ଜାରି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!