ଭୁବନେଶ୍ୱର୨୦।୧୨:ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍ କରିଥିବା ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |