ମୁକୁଳା ଡ୍ରେନରେ ପଡି ଯୁବକଙ୍କ ମୃତ୍ୟୁ

ପୁରୀ,,୨୪ା୧୨- ମୁକୁଳା ଡ୍ରେନରେ ପଡି ଜଣେ ଯୁବକଙ୍କ ମୃତ୍ୟୁ । କୁମ୍ଭାରପଡା ଥାନା ଅଞ୍ଚଳରେ ଘଟିଲା ଅଘଟଣ । ଡ୍ରେନ ଘୋଡା ଯାଇ ନ ଥିବାରୁ ଡ୍ରେନରେ ପଡି ଯୁବକଙ୍କ ମୃତ୍ୟୁ ହୋଇଛି ।ମୁକୁଳା ଡ୍ରେନରେ ପଡି ପୁରୀ କୁମ୍ଭାରପଡା ଥାନା ଅଧୀନ ଗଜପତି ନଗରରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଅଞ୍ଚଳଦେଇ ଯାଇଥିବା ମୁକୁଳା ଡ୍ରେନରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ସକାଳୁ ଲୋକେ ଦେଖିବାକୁ ପାଇଥିଲେ । ଡ୍ରେନ ପାଣିରେ ମୃତ ଦେହଟି ଭାସୁଥିଲା । ତେବେ କେମିତି ବ୍ୟକ୍ତିଙ୍କ ମୃତ୍ୟୁ ହେଲା ତାହା ଜଣାପଡି ନାହିଁ । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!