ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ,ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୬ା୧୨ :ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଏହା ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ଏକ କୋଟି ମହିଳା ଏହି ଅର୍ଥରାଶି ପାଇବେ। ସୁଭଦ୍ରା କିସ୍ତି ରାଶି ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ହିତାଧିକାରୀଙ୍କୁ ଦିଆଯାଉଥିବାବେଳେ ଏହା ମହିଳା ସଶକ୍ତୀକରଣ ପାଇଁ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!