ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!