୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ

ନୟାଗଡ଼,୩ା୧: ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସ୍‌ପି ଏସ. ସୁଶ୍ରୀ। ବିଶୃଙ୍ଖଳିତ ଆଚରଣ ପାଇଁ ଶୁକ୍ରବାର ନୟାଗଡ଼ ରିଜର୍ଭ ପୁଲିସର ୩ ଜଣ ହାବିଲଦାର ଓ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ହୋଇଥିବା ୪ ପୁଲିସ କର୍ମଚାରୀ ହେଉଛନ୍ତି ହାବିଲଦାର ଦୁର୍ଗାମାଧବ ଡୋରା, ହାବିଲଦାର ସଞ୍ଜୟ ମହାପାତ୍ର, ହାବିଲଦାର ସନ୍ତୋଷ ମହାପାତ୍ର ଏବଂ କନଷ୍ଟେବଳ ଦିଲ୍ଲୀପ ବେହେରା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!