ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ

ନୂଆଦିଲ୍ଲୀ,୩ା୧: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ। ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଏନ୍‌କାଉଣ୍ଟର। ସିଆର୍‌ପିଏଫ୍‌ ଓ ଡିଆର୍‌ଜି ଯବାନଙ୍କ କମ୍ବିଂ ବେଳେ ଗୁଳି ବିନିମୟ ଘଟିଛି। ଅପରେସନରେ ଓଡ଼ିଶା ପୁଲିସ ମଧ୍ୟ ସାମିଲ ହୋଇଥିଲେ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ମଧ୍ୟ ଜବତ ହୋଇଥିବା ସୂଚନା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!