ଭୁବନେଶ୍ୱର,,୮ା୧: ସବୁ ମାମଲାରେ ନିର୍ଦ୍ଦୋଷ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଗତକାଲି 2ଟି ମାମଲାରେ ପ୍ରଦୀପଙ୍କୁ ନିର୍ଦ୍ଦୋଷ ଦର୍ଶାଇଥିଲେ କୋର୍ଟ । ଆଜି ବାକି 3ଟି ମାମଲାରେ ପ୍ରଦୀପଙ୍କୁ ନିର୍ଦ୍ଦୋଷ ଦର୍ଶାଇଲେ କୋର୍ଟ । ନିର୍ଦ୍ଦୋଷ ଘୋଷଣା କଲେ ପ୍ରଥମ ଶ୍ରେଣୀ JMFC ଗ୍ରାମାଞ୍ଚଳ କୋର୍ଟ । ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାରେ ନିର୍ଦ୍ଦୋଷ । ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ମାମଲା ହୋଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |