ଆଜିଠୁ ୧୨ ସଂଧ୍ୟା ଯାଏ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ

ଭୁବନେଶ୍ୱର,୧୦।୧: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପିବିଡି ପ୍ରଦର୍ଶନୀ । ଆଜି ଜନତା ମଇଦାନ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ଖୋଲା ରହିବ । ଆଜି ସନ୍ଧ୍ୟାରୁ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବ ।ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପିବିଡି ପ୍ରଦର୍ଶନୀ ଖୋଲା ରହିବ ।୧୨ ତାରିଖ ସଂଧ୍ୟା ଯାଏ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ଖୋଲା ରହିବ। ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ। ଏମିତିକି ଛାତ୍ରଛାତ୍ରୀ ମଧ୍ୟ ଯାଇ ବୁଲି ପାରିବେ। ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ମାଗଣାରେ ବୁଲିପାରିବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଏପଟେ ଆଜି ଉଦଯାପିତ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭ। ଏଥିରେ ଯୋଗ ଦେବାକୁ ଜନତା ମୈଦାନରେ ପହଞ୍ଚିଛନ୍ତି |ତାଙ୍କୁ ସମ୍ମେଳନ ସ୍ଥଳରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ତାଙ୍କୁ ସ୍ବାଗତ କରିଥିଲେ। ଏତିକି ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!