ଆଜିଠୁ ଖୋଲିଛି ରାଜଭବନ ଉଦ୍ୟାନ

ଭୁବନେଶ୍ୱର,୧୩ା୧:ରାଜଭବନ ଉଦ୍ୟାନ ଆଜିଠୁ ଖୋଲା । ସର୍ବସାଧାରଣ ଜାନୁଆରୀ ୧୩ରୁ ୨୨ ଯାଏଁ ଏହା ସାଧାରଣ ଜନତାଙ୍କ ପାଇଁ ଖୋଲିବ।  ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ରାଜଭବନ ଉଦ୍ୟାନ ବୁଲି ଦେଖିପାରିବେ । ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ।ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ କରାଯାଇପାରିବ ।ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ କରାଯାଇପାରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!