ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଆଜି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପବିତ୍ର ମକର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରି ଦେଉ ବୋଲି ମହାପ୍ରଭୁଙ୍କ ନିକଟରେ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!