ପୁରୀ: ଆସନ୍ତା କାଲି ୫ ଘଣ୍ଟା ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ପାଇଁ ୫ କଳାସାଆନ୍ତଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।ମକର ସଂକ୍ରାନ୍ତିରେ ଗଜନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା । ବଡ଼ ଦାଣ୍ଡରୁ ମନ୍ଦିର ମଧ୍ୟକୁ ଭକ୍ତଙ୍କ ଭିଡ଼ ଜମିଥିଲା ।ମରକର ସଂକ୍ରାନ୍ତି ଉପଲକ୍ଷେ ଶ୍ରୀଜୀଉଙ୍କ ମକରଚଉରାଶି ବେଶ କରାଯାଏ । ଏ ବେଶରେ ମହାବାହୁଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଭକ୍ତଙ୍କ ସମାଗମ ହୋଇଛି ଶ୍ରୀକ୍ଷେତ୍ରକୁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |