୨ୟ ଦିନରେ ନବ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍‌ ଜାରି ରହିଛି। କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!