ଭୁବନେଶ୍ୱର,,୨୭ା୧:: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ । ଏସଜେଟିଏ (ଶ୍ରୀ ଜଗନ୍ନାଥ ଟେମ୍ପୁଲ ଆଡମିନିଷ୍ଟ୍ରେଶନ୍)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ବହନ କାରିବେ ।ପୂର୍ବରୁ ଶ୍ରୀ ମନ୍ଦିରର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪ ଅଗଷ୍ଟ ୧୩ ପର୍ଯ୍ୟନ୍ତ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ ।୧୯୯୦ ମସିହା ଓଡ଼ିଶା ଆଇଏଏସ୍ କ୍ୟାଡେଟ୍ ହେଉଛନ୍ତି ମନୋଜ ଅହୁଜା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |