ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ବିକାଶ ପାଇଁ ୮୬.୯୧ କୋଟି ମଞ୍ଜୁର

 କଟକ,୨୭।୧: କଟକର ଅନ୍ୟତମ ପୁରାତନ ସ୍କୁଲ ତଥା ନାରୀ ଶିକ୍ଷାର ଅଗ୍ରଣୀ ଅନୁଷ୍ଠାନ ଭାବରେ ପରିଚିତ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ପୁନଃ ବିକାଶ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତତ୍ତ୍ୱାବଧାନରେ ଶିକ୍ଷା ମନ୍ତ୍ରଣାଳୟର ‘ଷ୍ଟାର୍ସ ‘ ପ୍ରକଳ୍ପ ଅଧୀନରେ ୨୦୨୪-୨୫ ବର୍ଷ ପାଇଁ ୮୬.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଶିକ୍ଷାନୁଷ୍ଠାନର ଐତିହାସିକ ପୃଷ୍ଠଭୂମି ଓ ସ୍ଥାପତ୍ୟକୁ ଦୃଷ୍ଟିରେ ରଖି ଏହି ଅର୍ଥ ଅନୁମୋଦିତ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!