ପଟ୍ଟାମୁଣ୍ଡ।ଇ ,୧।୨: ସାନ ଝରିଆ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ରେ କୁଷ୍ଠରୋଗ ସଚେତନତା ଓ ସ୍ଵାସ୍ଥ୍ୟ ସମ୍ପକିତ ଆଲୋଚନା ଅନୁଷ୍ଠିତ ହୋଇଯାଇଛି | ଏହା ସହିତ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମରେ ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ କୁ ଚିକିତ୍ସା ଆଧିକାରୀ ଡାକ୍ତର ପ୍ରଦୀପ କୁମାର ଚମ୍ପତ୍ତି ଉଦ୍ଘାଟନ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟ କେନ୍ଦ୍ରର ଫର୍ମାସିଷ୍ଟ ପ୍ରଭାତ ରଞ୍ଜନ ଦାସ, ରଜନୀ କାନ୍ତ ସୁତାର, ଶରତ କୁମାର ଗହାଣ ,ମହେଶ୍ଵର ଦାସ, ସରୋଜ କୁମାର ପଟ୍ଟନାୟକ ଉପସ୍ଥିତ ଥିଲେ |ଏ କାର୍ଯ୍ୟକ୍ରମ କୁ ସାନଝରିଆର ସମସ୍ତ ଗ୍ରାମବାସୀ ସହଯୋଗ କରିଥିଲେ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |