୧୩ରୁ ବଜେଟ୍‌, ୧୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର ୦୬/୦୨: ଆସନ୍ତା ଫେବୃଆରୀ ୧୩ରେ ବଜେଟ ଅଧିବେଶନ । ଏହା ପୂର୍ବରୁ ୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହାପୂର୍ବରୁ ଏହି ବୈଠକରେ ଉଭୟ ସରକାରୀ ଓ ବିରୋଧୀ ଦଳ ବିଧାୟକ ଯୋଗ ଦେଇ ଆଗତ ହେବାକୁ ଥିବା ବଜେଟ୍‌କୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ୧୭ରେ ବଜେଟ୍ ଅଧିବେଶନ । ତେବେ ଏଥିର ବଜେଟ୍‌ରେ କାହା ପାଇଁ କଣ ରହିବ ତାହାରି ଉପରେ ରହିଛି ସଭିଙ୍କ ନଜର । କାରଣ କେନ୍ଦ୍ରରେ ଫେବୃଆରୀ ୧ ତାରିଖରେ ସଂସଦରେ ବଜେଟ୍‌ ଉପସ୍ଥାପନ କରିଥିଲେ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ସଂସଦରେ ଆଗତ ହୋଇଛି ବଜେଟ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!