ଭୁବନେଶ୍ବର,୬/୦୨: : ୧୦ ତାରିଖରୁ ଟ୍ବିନ୍ ସିଟିରେ ଜୋରଦାର ହେବ ଗାଡ଼ି ଚେକିଂ। ଆସନ୍ତା ୧୦ ତାରିଖରୁ ଟ୍ବିନ୍ ସିଟିରେ ଗାଡି ଚେକିଂ କଡାକଡି ହେବ ବୋଲି କମିଶନରେଟ୍ ପୁଲିସ ପୂର୍ବରୁ ସଚେତନ କରିଛି । ଚେକିଂ ପୂର୍ବରୁ ବିକଟାଳ ହର୍ଣ୍ଣ, କଳା କାଚ ନଲଗାଇବାକୁ ତାଗିଦ କରିଛି କମିଶନରେଟ୍ ପୁଲିସ । ଚେକିଂ ପୂର୍ବରୁ କାଢି ଦିଅନ୍ତୁ ନଚେତ୍ ଧରାପଡିଲେ ଜୋରିମାନା ଗଣିବେ ବୋଲି ସତର୍କ କରିଛି କରିଛି ବିଭାଗ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |