ପୁରୀ ,,୧୧ା୨:ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ। ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।ଆସନ୍ତା ୧୨ ଏବଂ ୧୩ ତାରିଖରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଠିକଣା ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି। ଏହପରି ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |