ଭୁବନେଶ୍ୱର,୧୨।୧ କନିଷ୍ଠ ଶିକ୍ଷକଙ୍କ ବଢ଼ିଲା ଦରମା । କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର ।୧୧ ହଜାରରୁ ବଢ଼ି ୧୬ ହଜାର ହେଲା ଦରମା ।ମାସିକ ଦରମାରେ ୫ ହଜାର ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର । ସମଗ୍ର ଶିକ୍ଷା ଅଭିଯାନ ଅଧିନରେ କାର୍ଯ୍ୟରତ ଶିକ୍ଷକଙ୍କ ଦରମା ବୃଦ୍ଧି ।ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟ କରୁଛନ୍ତି କନିଷ୍ଠ ଶିକ୍ଷକ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |