ବିଧାନସଭାବଜେଟ୍ ଅଧିବେଶନ, 12ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର ,୧୪।୦୨ : ବିଧାନସଭା ବଜେଟ୍ ଅଧିବେଶନ । ପ୍ରଥମ ଦିନରେ ରାଜ୍ୟପାଳରେ ଅଭିଭାଷଣ ପରେ ଶୁକ୍ରବାର ଦିନ ଥିଲା ୨ୟ ଦିନ ।ତେବେ ଠିକ ସମୟରେ ବିଧାନସଭା ଆରମ୍ଭ ହୋଇଥିବା ବେଳେ ପ୍ରଶ୍ନକାଳରୁ ହିଁ ପ୍ରବଳ ହଟ୍ଟଗୋଳ ଦେଖାଯାଇଥିଲା ।  ଫଳରେ ଗୃହ ଚାଲିପାରିଲା ନାହିଁ । ଫଳରେ 12 ଯାଏଁ ଗୃହକୁ ମୁଲବତି ରଖିଲେ ବାଚସ୍ପତି ସୁରମା ପାଢୀ ।ଶୁକ୍ରବାର ଦିନ ଗୃହ ଆରମ୍ଭ ହେବା ମାତ୍ରେ ଶୁଭୁଥିଲା ବିରୋଧୀଙ୍କ ବିରୋଧର ସ୍ୱର । ଉଭୟ ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ନେଇ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା ଏବଂ ହଟ୍ଟଗୋଳ କରିଥିଲା । ଯାହାଫଳରେ ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!