ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନିର୍ମାଣ ହେବ ସ୍ଥାୟୀ ରାଜମହଲ

ଭୁବନେଶ୍ୱର,୧୬।୨:ବରଗଡ଼ବାସୀଙ୍କ ପାଇଁ ଆସିଲା ଖୁସି ଖବର। ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନିର୍ମାଣ ହେବ ସ୍ଥାୟୀ ରାଜମହଲ । ଏଥିପାଇଁ ରାଜ୍ୟ ସରକାର ପ୍ରାୟ ୧୨କୋଟି ୭୯ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।ରାଜ୍ୟ ପର୍ଯ୍ୟଟନ ବିଭାଗର ପକ୍ଷରୁ ଏକ ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ତାଙ୍କ ଫେସବୁକ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!