ଭୁବନେଶ୍ୱର,୨୫ା୨: ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦେଇଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରିସାରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |