୨୮ ଫେବ୍ରୁଆରିରେ ଓଡ଼ିଶା ଆସିବେ ଜେପି ନଡ୍ଡା

ନୂଆଦିଲ୍ଲୀ,୨୫।୨: ଓଡ଼ିଶା ଆସିବେ ଜେ.ପି ନଡ୍ଡା । ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନଡ୍ଡା ।ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଜାଜୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ ।ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ସଚିବଙ୍କୁ ନେଇ ଏହି କାର୍ଯର୍୍ୟକ୍ରମ ଅନୁଷ୍ଠିତ କରାଯିବ ।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ ଦେଉଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ସଚିବଙ୍କ ସହ ବିଭିନ୍ନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାରତରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ପ୍ରଣାଳୀର ୯ତମ ଜାତୀୟ ଶିଖର ସମ୍ମିଳନୀ ଭଲ ଏବଂ ପ୍ରତିକୃତିଯୋଗ୍ୟ ଅଭ୍ୟାସ ତଥା ନବସୃଜନ ଓ ୧୬ତମ ସାଧାରଣ ସମୀକ୍ଷା ମିସନର ରିପୋର୍ଟକୁ ଲୋକାର୍ପିତ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!