ମାର୍ଚ୍ଚ ୮, ୯ରେ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ୱର,୨୫।୨: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି। ମୋଟ ୯୩୩ଟି ପଦବୀ ପାଇଁ ପରୀକ୍ଷା ହେବ।ବିଜ୍ଞପ୍ତି ଅନୁଯାୟୀ, SI ପଦବୀ ପାଇଁ ଓଏମ୍‌ଆର ଆଧାରିତ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ୯ ମାର୍ଚ୍ଚ ୨୦୨୫ରେ ଅନୁଷ୍ଠିତ ହେବ।ପରୀକ୍ଷାର୍ଥୀମାନଙ୍କୁ ମାର୍ଚ୍ଚ ୧ ତାରିଖରୁ ଓଡ଼ିଶା ପୋଲିସ ୱେବସାଇଟରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ବିବରଣୀ ଜାଣିବା ପାଇଁ ଆଡମିଟ କାର୍ଡ ଡାଉନଲୋଡ କରିବାକୁ ପରାମର୍ଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!