ପୁରୀ ଜିଲ୍ଲାରେ ଧାରା-୩୦ ଲାଗୁ

ପୁରୀ ,୧।୩: ପୁରୀରେ ପୋଲିସ ଆଇନ-୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର। ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ଫେବୃଆରୀ ୨୬ ତାରିଖ ଠାରୁ ମେ ମାସ ୨୬ ତାରିଖ ୯୦ ଦିନ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲିଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ପୁରୀ ଏସପି ବିନୀତ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!