ଦୁବାଇ,୨।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଟୁର୍ନାମେଣ୍ଟର ଭାରତ-ନ୍ୟୁଜିଲାଣ୍ଡର ଅନ୍ତିମ ତଥା ତୃତୀୟ ଲିଗ୍ ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏଥିରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ମୁକାବିଲାରେ ଭାରତ ପ୍ରଥମେ ବ୍ୟାଟିଂ କରିଥିଲା। ବର୍ତ୍ତମାନ ଭାରତ ୫୦ ଓଭରରେ ୨୪୯ ରନ କରିଛି।ନ୍ୟୁଜିଲାଣ୍ଡକୁ ୨୫୦ ରନ୍ର ଟାର୍ଗେଟ ଦେଇଛି ଭାରତ। ଆୟର ସର୍ବାଧିକ ଆୟର ୭୯ ରନ କରିଥିବା ବେଳେ ଅକ୍ଷର ୪୨ ରନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଛନ୍ତି। ଏହି ମୁକାବିଲାରେ ଫେଲ ମାରିଛନ୍ତି ରୋହିତ, ଗିଲ୍ ଏବଂ କୋହଲି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |