କେନ୍ଦୁଝର,୨।୩: କେନ୍ଦୁଝର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଚମ୍ପୁଆ ଚନ୍ଦ୍ରଶେଖର କଲେଜ ବାର୍ଷିକ ଉତ୍ସବରେ ଭାଷଣା ଦେବାବେଳେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି ।୩୦ ହଜାରରୁ ୪୦ ହଜାର କୋଟି ବିନିଯୋଗରେ ନିର୍ମାଣ ହେବ ଏହି ମେଗା ଇସ୍ପାତ କାରଖାନା; ଯାହା ନେଇ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |