ଭୁବନେଶ୍ୱର ,୬।୩: ସୁଭଦ୍ରା ପାଇଁ ଅଙ୍ଗବାଡ଼ି କର୍ମୀଙ୍କୁ ମିଳିବ ପୁରସ୍କାର । ଅଙ୍ଗନବାଡ଼ି କର୍ମୀଙ୍କୁ ୧୫୦୦ ଯଙ୍କାର ପୁରସ୍କାର ମିଳିବ । ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ।ସହାୟିକାଙ୍କୁ ମିଳିବ ୫୦୦ ଟଙ୍କାର ପୁରସ୍କାରୁ ମଧ୍ୟ ମିଳିବ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।ଆଜି ସରକାର ମହିଳାଙ୍କ ଆକାଉଣ୍ଟକୁ ଛାଡ଼ିଛନ୍ତି ୧ମ କିସ୍ତି ୫ମ ପର୍ଯ୍ୟାୟ ଟଙ୍କା । ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ପାଇବେ ସହାୟତା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |