ଭୁବନେଶ୍ୱର, ୯।୩: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି । ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |