ଡାବୁଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନବରଙ୍ଗପୁର (ମିହିର ଶଙ୍କର ପାତ୍ର): ଡାବୁଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ନିହାଲଙ୍କ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ଡାବୁଗାଁ ବ୍ଲକ ଗୋଷ୍ଠୀ ଅତିରିକ୍ତ ଶିକ୍ଷା ଅଧିକାର ଭଗବାନ ମାଝୀ।ଏହି ଅବରସର ବିଦ୍ୟାଳୟର ପୂର୍ବତନ ଶିକ୍ଷକ ତଥା ଅବସର ପ୍ରାପ୍ତ ଶିକ୍ଷକ ବାଲ ରାଜ ସାର, ଡାବୁଗାଁ ଗୋଷ୍ଟି ସଞ୍ଜଜକ ପ୍ରସନ୍ନ କୁମାର ଡ଼ଣ୍ଡସେନା, ସାମ୍ବାଦିକ ମାନେ ମଞ୍ଚାସିନ ଥିଲେ। ପ୍ରଥମେ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠ କରାଯାଇ ଥିଲା । ଏହା ପରେ ବିଭିନ୍ନ ଖେଳ ରେ ଭାଗ ନେଇ ବିଜୟ ହୋଇଥିବା ଛାତ୍ର ଛାତ୍ରି ମାନଂକୁ ପୁରସ୍କାର ବିତରଣ କରିଥିଲେ ମୁଖ୍ୟ ଅତିଥି ମାନେ। ଛାତ୍ରି ମାନଙ୍କ ଦ୍ୱାରା ନୃତ୍ୟ ମଧ୍ୟ୍ୟ ପରିବେଷଣ କରାଯାଇଥିଲା। ବର୍ଷକ ଉତ୍ସବ ରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରି ଉପସ୍ଥିତି ଠିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!