IAS ସ୍ତରରେ ଅଦଳବଦଳ କଲେ ସରକାର

ଭୁବନେଶ୍ବର,୧୮।୩: IAS ସ୍ତରରେ ଛୋଟ ଧରଣର ଅଦଳବଦଳ । ଆଜି ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।DTET ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ଓଡ଼ିଶା ସିନେ ଉନ୍ନୟନ ନଗମର MD ଭାବେ ଅତିରିକ୍ତ ଦାୟିତ୍ବ ଏବଂ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । କେ ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ସାଧାରଣ ବଣ୍ଟନ ନିଗମ MD ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!