ପୁରୀ,୨୫ା୩: ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କର ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ପୁରୀ ଶ୍ରୀମନ୍ଦିରରେ ଆଜି ମହାସ୍ନାନ ହୋଇଛି ।ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |