ଭୁବନେଶ୍ବର,୫।୪: ଆସନ୍ତାକାଲି ରବିବାର ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଣୁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ଶ୍ରୀରାମ ଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ, ଅର୍ଥାତ ପ୍ରାୟ ୫ଘଣ୍ଟା ସମୟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |