ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି।ଆଇଏଏସ ସ୍ତରରେ ବଡ଼ ଧରଣର ଅଦବଦଳ ଦେଖିବାକୁ ମିଳିଛି। ପଦୋନ୍ନତି ପରେ ନିଯୁକ୍ତି ଦେଇଛନ୍ତି ସରକାର। ୨୮ ଜଣ ଆଇଏଏସଙ୍କ ପଦୋନ୍ନତି ଓ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଆଇଏଏସ ଧରମା ହାଁସଦା-ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରାନୀ ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ।ରିଲି କୁମାରୀ ଲୁଲୁ ରାଜସ୍ୱ ବିଭାଗର ଯୁଗ୍ମ ସଚିବ। ବିଏସଏଫ ସଭାପତି ପଦ ବଜାୟ ରଖିଲେ ଶ୍ରୀକାନ୍ତ ତରାଇ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!