କଟକ,୧୨।୪: ପଣା ସଂକ୍ରାନ୍ତି ପାଇଁ କଟକରେ ଜାରି ହେବ କଟକଣା। ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଜାରି ହେବ ୧୦ ପ୍ଲାଟୁନ ଫୋର୍ସ। ସେହିଦିନ ହନୁମାନ ମନ୍ଦିର ଥିବା ସ୍ଥାନରେ ଅଧିକ ଫୋର୍ସ ଜଗିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |