ଚଣ୍ଡିଖୋଲ,୧୩।୪: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ସ୍ଥାନୀୟ କିଛି ଲୋକ ଆକ୍ରମଣ କରିଛନ୍ତି। ମାଆ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଗ୍ରାମବାସୀମାନେ ବିରୋଧ କରିଥିବା ବେଳେ ସ୍ଥାନୀୟ ବିଧାୟକ ଗାଁରେ ପୂରାଇ ଦେଇ ନଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ପୋଲିସ ଆସିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିବା ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |