ନୂଆଦିଲ୍ଲୀ,୧୬।୪:ଜଷ୍ଟିସ୍ ଗଭାଇ ଭାରତର ୫୨ତମ ମୁଖ୍ୟ ବିଚାରପତି ହେବାକୁ ଯାଉଛନ୍ତି। ୧୪ ମେ’ରେ ଶପଥ ନେବେ ବି.ଆର୍ ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇବେ।ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ଜଷ୍ଟିସ୍ ଗଭଇ ଭାରତର ୫୨ତମ ପ୍ରଧାନ ବିଚାରପତି ହେବାକୁ ଯାଉଛନ୍ତି। ମେ ୧୪ରେ ଦେଶର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ବି.ଆର. ଗଭଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ବର୍ତ୍ତମାନର ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନାଙ୍କ କାର୍ଯ୍ୟକାଳ ମେ’ ୧୩ ତାରିଖରେ ଶେଷ ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |