୨୪ ତାରିଖରେ ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର,୧୯।୪: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର । ପୁଣି ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି ।ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଖବର। ଅପ୍ରେଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ଏହି ଦିନ ଷଷ୍ଠ ପର୍ଯ୍ୟୟର ଟଙ୍କା। ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି ଯେ, ପୁରୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ଟଙ୍କା।ସେ ଆହୁରି କହିଛନ୍ତି ଯେ, ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା। ୧ ଲକ୍ଷ ୭୦ ହଜାର ପାଇବେ ୨ଟି କିସ୍ତିର ଟଙ୍କା। ଅର୍ଥାତ ଦୁଇଟି କିସ୍ତିର ଟଙ୍କା ୫-୫ ହଜାର୧୦ ହଜାର ଟଙ୍କା ପାଇବେ ଏହି ମହିଳା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!