ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୪: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୨ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ।ଆଜି ବସିବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବ ଉପରେ ମୋହର ବାଜିପାରେ।ସେହିପରି ମନ୍ତ୍ରୀ ପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶା ଦୃଷ୍ଟିକୋଣ ଉପରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପିତ ହେବ ବୋଲି ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!