ପହଲଗାମ ଆତଙ୍କୀ ହମଲାକୁ ବିରୋଧ , ମାଲକାନଗିରିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ମାଲକାନଗିରି,୨୫।୪: ଦେଶରେ ପହଲଗ୍ରାମ ଆତଙ୍କୀ ଆକ୍ରମଣକୁ ବିରୋଧ । ଏଥିପାଇଁ ମାଲକାନଗିରି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ।ପହଲଗାମ ଆତଙ୍କୀ ହମଲାକୁ ବିରୋଧ କରି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି ।ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ହିଁ ବନ୍ଦ ପାଳନ କରାଯାଇଛି । ଯାହାର ପ୍ରଭାବରେ ସଦର ମମହାକୁମାରେ ଦୋକାନ ଓ ବଜାର ବନ୍ଦ ରହିଛି ।ଗାଡ଼ି ଚଳାଚଳ ବନ୍ଦ ପାଇଁ ଅନେକ ଲୋକ ଯାତାୟତରେ ବାଧା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!