ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦୁଇଗୁଣା ବଢ଼ିଲା

ଭୁବନେଶ୍ୱର, ୨୫।୪:ବଢ଼ିଲା ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା । ରାଜ୍ୟ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି ହୋଇଛି । କନଷ୍ଟେବଳଙ୍କଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇଗୁଣା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪,୩୦୦ ଟଙ୍କାରୁ ୮,୬୦୦ ଟଙ୍କାକୁ ବଢ଼ାଇଛନ୍ତି । SI ଏବଂ ASIଙ୍କ ପୋଷାକ ଭତ୍ତା ୪,୨୦୦ ଟଙ୍କାରୁ ୮,୪୦୦ ଟଙ୍କାକୁ ବଢ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!