ଭୁବନେଶ୍ୱର,୨୮ା୪: କେନ୍ଦ୍ରାପଡ଼ା ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ। କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଲଜିଷ୍ଟିକ୍ ହବ୍। ଲୁଣା ନଦୀ ଉପରେ ହେବ ପ୍ରସ୍ତାବିତ ବ୍ୟାରେଜ।ଏହା ସହ ଚାରିଟେବୁଲ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ହେବ। କେନ୍ଦ୍ରାପଡ଼ା ଓ ଆଳିରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ନେଇ ହୋଇଛି ଆଲୋଚନା।ସିଏମଓ କାର୍ଯ୍ୟାଳୟ ପକ୍ଷରୂୁ ଏହି ସୂଚନା ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |