ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ୧।୫:ଝାଲିଆଗୁଡା ରେ ବିଜେପି କୃଷକ ମୋର୍ଚ୍ଚା ତରଫରୁ ଅକ୍ଷୟ ତୃତୀୟା ପାଳିତ ହୋଇ ଯାଇଛି। କୃଷକ ମୋର୍ଚ୍ଚା ସଭାପତି ଜି କିରଣ କୁମାର ଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ରସହ ଅନେକ ବିଜେପି କର୍ମି ଯୋଗଦେଇ ଥିଲେ।। ଜି କିରଣ କୁମାର ବିଭିନ୍ନ ଗାଁ ରୁ ଆସିଥିବା ଚାଷୀ ମାନଙ୍କୁ ନିଜସ୍ୱ ଉଦ୍ୟମରେ ବିହନ ଆବଣ୍ଟନ କରିଥିଲେ|

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!