ମେ ୧୩ରେ ଦକ୍ଷିଣ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର , ୬।୫:  ୧୩ ତାରିଖ ବେଳକୁ ଦକ୍ଷିଣଆଣ୍ଡାମାନ ଛୁଇଁବ ମୌସୁମୀ । ଦକ୍ଷିଣଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ଆଗାମୀ ୧୩ ତାରିଖ ବେଳକୁ ଦକ୍ଷିପଶ୍ଚିମ ମୌସୁମୀ ଅଗ୍ରସର ହେବ। ଏ ନେଇ ପାଇଁ ପାଗ ଅନୁକୂଳ ହେଉଛି ବୋଲି ଭାରାତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ‘X’ରେ ସେ କହିଛନ୍ତି ଯେ ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଛୁଇଁବ ମୌସୁମୀ।  ଦକ୍ଷିଣଆଣ୍ଡାମାନ ସାଗର, ଦକ୍ଷିଣବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ଆଗାମୀ ୧୩ ତାରିଖ ବେଳକୁ ଦକ୍ଷିପଶ୍ଚିମ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେଉଛି।କାଳବୈଶାଖୀରେ ଆଶ୍ୱସ୍ତି ମିଳିଥିବା ଓଡ଼ିଶାବାସୀଙ୍କୁ ଅସହ୍ୟ ଗରମରେ ଛଟପଟ ହେବେ।  ପୁଣି ୯ରୁ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ପରବର୍ତ୍ତୀ ୨ ଦିନ ମଧ୍ୟରେ ପୂର୍ବ ଭାରତରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାତି ବଢିବ। ତେବେ ୮ ତାରିଖରୁ ପୂର୍ଵ ଭାରତ ଏବଂ ୯ରୁ ଓଡ଼ିଶାର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!