ଭୁବନେଶ୍ୱର,୯ା୫ଭାରତ-ପାକିସ୍ତାନ ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଚାଟାର୍ଡ ଆକାଉଣ୍ଟର ଫାଇନାଲ ପରୀକ୍ଷା ସ୍ଥଗିତ କରାଯାଇଛି । ଅବଶିଷ୍ଟ ପରୀକ୍ଷା ସ୍ଥଗିତ ନେଇ ଆଇସିଏଆଇ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ଅନେକ ରାଜ୍ୟରେ ବର୍ତ୍ତମାନ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ଏଭଳି ସ୍ଥିତିରେ ଚାଟାର୍ଡ ଆକାଉଣ୍ଟର ପ:ରୀକ୍ଷାକୁ ସ୍ଥଗିତ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |