ଭୁବନେଶ୍ୱର,୧୦ା୫: ପାକିସ୍ତାନ-ଭାରତ ଯୁଦ୍ଧକୁ ନଜରରେ ରଖି ରାଜ୍ୟରେ ସମସ୍ତ କଲେକ୍ଟର ଓ ଆରଡିସିଙ୍କ ଛୁଟି ବାତିଲ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି । ଛୁଟି ବାତିଲ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ପୂର୍ବରୁ ଦିଲ୍ଲୀ, ହରିୟାଣା, ଗୁଜୁରାଟ , ରାଜସ୍ଥାନ ଆଦି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଦିଆଯାଇଛି ।ସମସ୍ତ ଜିଲ୍ଲାପାଙ୍କୁ ଅତିରିଙ୍କ ସଚିବଙ୍କ ଚିଠି । ଛୁଟିରେ ଥିବା ଅଧିକାରୀ ତୁରନ୍ତ ଚାକିରିରେ ଯୋଗ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।ଆରଡିସି. କଲେକ୍ଟର ଏବଂ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍ କାର୍ଯ୍ୟରେ ତୁରନ୍ତ ଯୋଗ ଦେବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି । ମୁଖ୍ୟାଳୟ ଛାଡ଼ି ନ ଯିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |