ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ପୁରୀ ,ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ । ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ ।  ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଜଣେ ବ୍ୟକ୍ତି ନିଖୋଜ ହୋଇଥିଲେ । ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ଦୀର୍ଘ ୧ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚଳାଇଥିଲା ଅଗ୍ନିଶମ ବିଭାଗ । ମୃତ ବ୍ୟକ୍ତିଙ୍କ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛି ପୋଲିସ ।

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!